ଆଜି ପୁଣି ବ୍ୟାଙ୍କ ଧର୍ମଘଟ ।

ଆଜି ପୁଣି ବ୍ୟାଙ୍କ ଧର୍ମଘଟ । ବ୍ୟାଙ୍କ ଅଫ୍ ବରୋଦା ସହିତ ଦେନା ବ୍ୟାଙ୍କ ଓ ବିଜୟା ବ୍ୟାଙ୍କର ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ କର୍ମଚାରୀ ସଂଘର ମିଳିତ ପକ୍ଷରୁ ଦିନିକିଆ ଦେଶବ୍ୟାପି ବ୍ୟାଙ୍କ ବନ୍ଦ୍ ଡାକରା ଦିଆଯାଉଛି । ଏହି ଧର୍ମଘଟରେ ୨୧ଟି ସରକାରୀ ବ୍ୟାଙ୍କ ସମେତ ୧୨ଟି ଘରୋଇ ବ୍ୟାଙ୍କ ମଧ୍ୟ ସାମିଲ ହେବେ । ତେବେ ଏଚଡିଏଫସି, ଆଇସିଆଇସିଆଇ, ଏକ୍ସିସ ଭଳି କେତୋଟି ଘରୋଇ ବ୍ୟାଙ୍କ ଆଜିର ଧର୍ମଘଟରେ ସାମିଲ ହେବେ ନାହିଁ ବୋଲି କୁହାଯାଉଛି ।

Leave a Reply

Your email address will not be published. Required fields are marked *