ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ୪ ନିୟୁତ ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ

ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ୪ ନିୟୁତ ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ ରିଜର୍ଭ ନିର୍ମାଣ ପ୍ରସଙ୍ଗରେ ମୁଖୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ୬୫୦୦ କୋଟିର ପ୍ରକଳ୍ପ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିବେଦନ ।

Leave a Reply

Your email address will not be published. Required fields are marked *