ରାଶି ଫଳ

  • *ଅଦ୍ୟ ଡିସେମ୍ବର ୨୪ ତାରିଖ *୨୦୧୮ମସିହା* (ସୋମବାର)*
    ଶକାବ୍ଦ -୧୯୪୦
    ସମ୍ବତ -୨୦୭୫
    ସାଲ-୧୪୨୬
    ସମ୍ବତ୍ସର -ପରିଧାବୀ
    ମାର୍ଗଶୀର -କୃଷ୍ଣପକ୍ଷ
    ତିଥି -ଦ୍ୱିତୀୟା ସଂଘ୦୫/୨୦ ପର୍ଯ୍ଯନ୍ତ ତଦନ୍ତେ ତୃତୀୟା
    ନକ୍ଷତ୍ର-ପୁନର୍ବସୁ ରାତ୍ରି ଘ୦୭/୧୫ପର୍ଯ୍ଯନ୍ତ ତଦନ୍ତେ ପୁଷ୍ୟା
    ଚନ୍ଦ୍ର – ମିଥୁନ ଦିବା ଘ୦୧/୫୨ପର୍ଯ୍ଯନ୍ତ ତଦନ୍ତେ କର୍କଟ
    ଯୋଗ -ବ୍ରହ୍ମ
    କରଣ -ଇନ୍ଦ୍ର
    ସୂର୍ଯ୍ୟ -ଧନୁ ୦୯ ଦିନ *
    ସୁର୍ୟୋଦୟ -ପ୍ରାତଃ ଘ୦୬/୨୧/୩୨

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/୫୧

ଯୋଗିନୀ ଉତ୍ତରେ
ସଂ ଘ୦୫/୨୦ଗତେ ଅଗ୍ନିକୋଣେ
କନ୍ୟା ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର

ଅଦ୍ୟ ଦ୍ବିତୀୟ। ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବାଘ୦୭/୪୦ଗତେ ଘ୦୯/୦୪ମଧ୍ୟେ
ବାରବେଳା-ଦିବାଘ୦୨/୨୫ଗତେ ଘ୦୩/୪୦ମଧ୍ୟେ


** ଅମୃତବେଳା – * ଦିବାଘ୦୭/୪୦ ମଧ୍ୟେ* ଓ ଘ୦୧/୦୮ଗତେ ଘ୦୨/୨୫ ମଧ୍ୟେ*
ମାହେନ୍ଦ୍ର ବେଳା- ଦିବା ଘ ୦୯/୦୧ ଗତେ ଘ୧୦/୨୨ମଧ୍ୟେ* ଓ ରାତ୍ରି ଘ ୧୧/୪୬ଗତେ ଘ୦୧/୨୩ମଧ୍ୟେ* ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ





     ଆଜିର ରାଶିଫଳ
  • ——————-
    ମେଷ
    ଯେତେ ପ୍ରକାରର ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ । ବହୁତ ଦିନରୁ ଟଙ୍କା ନେଇଥିବା ଲୋକବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ଚିନ୍ତିତ ରହିବେ । ପଡୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ । କୌଣସି ବିବାଦୀୟ ବିଷୟୟକୁ ନେଇ ପଡୋଶୀ ମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।

ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।

ମିଥୁନ
ସ୍ବାସ୍ଥ୍ୟସମସ୍ୟା କ୍ରମଶଃ ସୁଧୁରିଯିବା କାରଣରୁ ଆଶ୍ୱସ୍ଥି ଅନୁଭବ କରିବେ। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀ ମାନଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକ ମାନଙ୍କ ସଂସ୍ପର୍ଶରେ ଆସି ପାରନ୍ତି।

କର୍କଟ
ଶତ୍ରୁତା କାରଣରୁ ଆଦୌ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଯାନବାହାନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।

ସିଂହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତା କରିପାରନ୍ତି। ପରିସ୍ଥିତି ବଶତଃ ଇଛାନଥାଇ ମଧ୍ୟ ବହୁତ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।

କନ୍ୟା
ଆଜି ଯାହା ଓ ଯେମିତି ଆଶା କରିବେ ତାହା କଦାପି ନିଷ୍ଫଳ ହେବନାହିଁ। ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ କିନ୍ତୁ ଆଶାନୁରୂପ ନହୋଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇପାରେ।

ତୁଳା
ବନ୍ଧୁମାନଙ୍କ ସହ ଆଜିର ଯାତ୍ରା କାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସୀ ହେବେ। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହେବ।

ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିକ ପରିସ୍ଥିତି ଅନୁକୂଳ ରହିବା ଜନିତ ଖୁସୀ ଅନୁଭବ କରିବେ । ବହୁତ ଦିନର ଆଶା ପୂରଣ ହେବା ସହ କୈାଣସି ନୂତନ କାମରେ ବନ୍ଧୁ ମାନେ ସହେଯାଗର ହାତ ବଢାଇବେ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ ମୁଖ୍ୟ କାରଣ ହେବ।

ଧନୁ
ଆକସ୍ମିକ ଭାବରେ କୌଣସି ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହେବ।

ମକର
ଆଜି କର୍ମକ୍ଷେତ୍ରରେ ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ। ପୁରାତନ ରୋଗ, ଦୀର୍ଘକାଳିନ ଋଣ ଓ ପରୋକ୍ଷଶତ୍ରୁତା ହେତୁକ ଚିନ୍ତାରେ ସମୟ କାଟିପାରନ୍ତି।

କୁମ୍ଭ
ଅନ୍ୟମନସ୍କତା ଜନିତ ସତର୍କତା ଅଭାବରୁ ହଠାତ୍‌ କଳହ,ପ୍ରତିହିଁସା,ବାଦବିବାଦ, ଧନହାନୀ ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

ମୀନ
କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ସୁସମ୍ପର୍କ ବଜାୟ ରଖିବା ଦିଗରୁ ଉପକୃତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ବିଭିନ୍ନ ଦିଗରୁ ଲାଭବାନ ହେବେ।

~

  • *ଅଦ୍ୟ ଡିସେମ୍ବର ୨୪ ତାରିଖ *୨୦୧୮ମସିହା* (ସୋମବାର)*
    ଶକାବ୍ଦ -୧୯୪୦
    ସମ୍ବତ -୨୦୭୫
    ସାଲ-୧୪୨୬
    ସମ୍ବତ୍ସର -ପରିଧାବୀ
    ମାର୍ଗଶୀର -କୃଷ୍ଣପକ୍ଷ
    ତିଥି -ଦ୍ୱିତୀୟା ସଂଘ୦୫/୨୦ ପର୍ଯ୍ଯନ୍ତ ତଦନ୍ତେ ତୃତୀୟା
    ନକ୍ଷତ୍ର-ପୁନର୍ବସୁ ରାତ୍ରି ଘ୦୭/୧୫ପର୍ଯ୍ଯନ୍ତ ତଦନ୍ତେ ପୁଷ୍ୟା
    ଚନ୍ଦ୍ର – ମିଥୁନ ଦିବା ଘ୦୧/୫୨ପର୍ଯ୍ଯନ୍ତ ତଦନ୍ତେ କର୍କଟ
    ଯୋଗ -ବ୍ରହ୍ମ
    କରଣ -ଇନ୍ଦ୍ର
    ସୂର୍ଯ୍ୟ -ଧନୁ ୦୯ ଦିନ *
    ସୁର୍ୟୋଦୟ -ପ୍ରାତଃ ଘ୦୬/୨୧/୩୨

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/୫୧

ଯୋଗିନୀ ଉତ୍ତରେ
ସଂ ଘ୦୫/୨୦ଗତେ ଅଗ୍ନିକୋଣେ
କନ୍ୟା ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର

ଅଦ୍ୟ ଦ୍ବିତୀୟ। ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବାଘ୦୭/୪୦ଗତେ ଘ୦୯/୦୪ମଧ୍ୟେ
ବାରବେଳା-ଦିବାଘ୦୨/୨୫ଗତେ ଘ୦୩/୪୦ମଧ୍ୟେ


** ଅମୃତବେଳା – * ଦିବାଘ୦୭/୪୦ ମଧ୍ୟେ* ଓ ଘ୦୧/୦୮ଗତେ ଘ୦୨/୨୫ ମଧ୍ୟେ*
ମାହେନ୍ଦ୍ର ବେଳା- ଦିବା ଘ ୦୯/୦୧ ଗତେ ଘ୧୦/୨୨ମଧ୍ୟେ* ଓ ରାତ୍ରି ଘ ୧୧/୪୬ଗତେ ଘ୦୧/୨୩ମଧ୍ୟେ*


ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ


ଡ:ବାୟୁନନ୍ଦନ ମିଶ୍ର
ଜୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର ଅଦୃଶ୍ୟଶକ୍ତିଭବନ ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭ ମୋବାଇଲ-9437064130, 9439435130 , 9437281247


     ଆଜିର ରାଶିଫଳ
  • ——————-
    ମେଷ
    ଯେତେ ପ୍ରକାରର ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ । ବହୁତ ଦିନରୁ ଟଙ୍କା ନେଇଥିବା ଲୋକବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ଚିନ୍ତିତ ରହିବେ । ପଡୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ । କୌଣସି ବିବାଦୀୟ ବିଷୟୟକୁ ନେଇ ପଡୋଶୀ ମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।

ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।

ମିଥୁନ
ସ୍ବାସ୍ଥ୍ୟସମସ୍ୟା କ୍ରମଶଃ ସୁଧୁରିଯିବା କାରଣରୁ ଆଶ୍ୱସ୍ଥି ଅନୁଭବ କରିବେ। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀ ମାନଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକ ମାନଙ୍କ ସଂସ୍ପର୍ଶରେ ଆସି ପାରନ୍ତି।

କର୍କଟ
ଶତ୍ରୁତା କାରଣରୁ ଆଦୌ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଯାନବାହାନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।

ସିଂହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତା କରିପାରନ୍ତି। ପରିସ୍ଥିତି ବଶତଃ ଇଛାନଥାଇ ମଧ୍ୟ ବହୁତ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।

କନ୍ୟା
ଆଜି ଯାହା ଓ ଯେମିତି ଆଶା କରିବେ ତାହା କଦାପି ନିଷ୍ଫଳ ହେବନାହିଁ। ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ କିନ୍ତୁ ଆଶାନୁରୂପ ନହୋଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇପାରେ।

ତୁଳା
ବନ୍ଧୁମାନଙ୍କ ସହ ଆଜିର ଯାତ୍ରା କାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସୀ ହେବେ। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହେବ।

ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିକ ପରିସ୍ଥିତି ଅନୁକୂଳ ରହିବା ଜନିତ ଖୁସୀ ଅନୁଭବ କରିବେ । ବହୁତ ଦିନର ଆଶା ପୂରଣ ହେବା ସହ କୈାଣସି ନୂତନ କାମରେ ବନ୍ଧୁ ମାନେ ସହେଯାଗର ହାତ ବଢାଇବେ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ ମୁଖ୍ୟ କାରଣ ହେବ।

ଧନୁ
ଆକସ୍ମିକ ଭାବରେ କୌଣସି ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହେବ।

ମକର
ଆଜି କର୍ମକ୍ଷେତ୍ରରେ ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ। ପୁରାତନ ରୋଗ, ଦୀର୍ଘକାଳିନ ଋଣ ଓ ପରୋକ୍ଷଶତ୍ରୁତା ହେତୁକ ଚିନ୍ତାରେ ସମୟ କାଟିପାରନ୍ତି।

କୁମ୍ଭ
ଅନ୍ୟମନସ୍କତା ଜନିତ ସତର୍କତା ଅଭାବରୁ ହଠାତ୍‌ କଳହ,ପ୍ରତିହିଁସା,ବାଦବିବାଦ, ଧନହାନୀ ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

ମୀନ
କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ସୁସମ୍ପର୍କ ବଜାୟ ରଖିବା ଦିଗରୁ ଉପକୃତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ବିଭିନ୍ନ ଦିଗରୁ ଲାଭବାନ ହେବେ।

Leave a Reply

Your email address will not be published. Required fields are marked *