ରାଶି ଫଳ

  • *ଅଦ୍ୟ ଡିସେମ୍ବର ୧୬ତାରିଖ *୨୦୧୮ମସିହା* (ରବିବାର)*
    ଶକାବ୍ଦ -୧୯୪୦
    ସମ୍ବତ -୨୦୭୫
    ସାଲ-୧୪୨୬
    ସମ୍ବତ୍ସର -ପରିଧାବୀ
    ମାର୍ଗଶୀର -ଶୁକ୍ଳପକ୍ଷ
    ତିଥି -ନବମୀ
    ନକ୍ଷତ୍ର- ଉତ୍ତରଭାଦ୍ର ରାତ୍ରିଘ୨/୫୫ ପର୍ଯ୍ଯନ୍ତ ତଦନ୍ତେ ରେବତୀ
    ଚନ୍ଦ୍ର – ମୀନ
    ଯୋଗ -ବ୍ୟତିପାତ
    କରଣ -ବାଳବ
    ସୂର୍ଯ୍ୟ -ଧନୁ ୦୧ ଦିନ *
    ସୁର୍ୟୋଦୟ -ପ୍ରାତଃ ଘ୦୬/୧୬/୫୬

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୬/୦୩

ଯୋଗିନୀ ପୂର୍ବେ
ଧନୁ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର

ଅଦ୍ୟ ନବମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା-ଦିବାଘ୧୦/୨୦ଗତେ ଘ୦୧/୦୨ମଧ୍ୟେ


** ଅମୃତବେଳା – * ଦିବାଘ୦୭/୩୭ ଗତେ ଘ୦୯/୦୦ ମଧ୍ୟେ* ଓ ରାତ୍ରି ଘ୦୮/୨୪ଗତେ ଘ୧୧/୪୨ ମଧ୍ୟେ*
ମାହେନ୍ଦ୍ର ବେଳା- ଦିବା ଘ ୧୦/୨୦ଗତେ ଘ୧୧/୩୮ ମଧ୍ୟେ* ଓ ଘ ୦୧/୦୩ ଗତେ ଘ୦୨/୨୩ମଧ୍ୟେ*


ଅଦ୍ୟ ଲାଉ ଭକ୍ଷଣ ନିଷେଧ



     ଆଜିର ରାଶିଫଳ
  • ——————-
    ମେଷ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

ବୃଷ – ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

ମିଥୁନ –ଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

କର୍କଟ – ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

ସିହଂ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

କନ୍ୟା – ଆଜି ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

ତୁଳା – ଆଜିର ପରିସ୍ଥିତି ଆପଣଙ୍କ ବିପକ୍ଷରେ ଯିବ, କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ଡାକ୍ତର ଓ ଓøଷଧ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

ବିଛା – ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

ଧନୁ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ମକର – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

କୁମ୍ଭ – ଆଜି କର୍ମକ୍ଷେତ୍ରରେ ଶତ୍ରୁମାନେ ପରାହତ ହେବେ ଓ ବ୍ୟବସାୟରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ଫଳରେ ମାନସିକ ତୃପ୍ତି ବଢିବ ।

ମୀନ – ଆଜି ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ

Leave a Reply

Your email address will not be published. Required fields are marked *