ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଦେଲେ ଇସ୍ତଫା

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଉର୍ଜିତ ପଟେଲ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଛନ୍ତି ବୋଲି ଦର୍ଶାଇଛନ୍ତି । ପ୍ରକାଶଯୋଗ୍ୟ, କେନ୍ଦ୍ର ସରକାର ଓ ଉର୍ଜିତ ପଟେଲ୍ଙ୍କ ମଧ୍ୟରେ ମତଭେଦ ରହି ଆସିଥିଲା । ଏହି କାରଣରୁ ସେ ଇସ୍ତଫା ଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି ।

Leave a Reply

Your email address will not be published. Required fields are marked *