ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବୁଲିରେ ରାଷ୍ଟ୍ରପତି ଯୋଗଦେବେ ।

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବୁଲିରେ ରାଷ୍ଟ୍ରପତି ଯୋଗଦେବେ ।

ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ଗସ୍ତରେ ଆସି ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବୁଲିରେ ରାଷ୍ଟ୍ରପତି ଯୋଗଦେବେ । ଉତ୍ସବରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେବେ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *