ବିଜୁ ଜନତା ଦଳ ର ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ରେ ପସ୍ତୁତି।

ବିଜୁ ଜନତା ଦଳ ର ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ରେ ପସ୍ତୁତି।

ଭୁବନେଶ୍ୱର:ଆସନ୍ତା ଡିସେମ୍ବର ୨୬ ଗୁରୁବାର ଦିନ ମଧ୍ୟାହ୍ନ ୩:୩୦ ବିଜୁ ଜନତା ଦଳ ର ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ରେ ଅନୁଷ୍ଠିତ ହେବ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଯୁକ୍ତ ନବୀନ ପଟ୍ଟନାୟକ ଉପସ୍ଥିତି ରହିବେ। ଭୂବନେଶ୍ବର ସାଙ୍ଗଠନିକ ଜିଲ୍ଲା,ବିଜୁ ଯୁବ,ଛାତ୍ର,ମହିଳା ଜନତା ଦଳ, ବରିଷ୍ଟ କର୍ମକର୍ତ୍ତା, ଜିଲ୍ଲା ପରିଷଦ ସଭ୍ୟ,ସମସ୍ତ ସରପଞ୍ଚ, ସମିତି ସଭ୍ୟ, ବିଜୁ ଜନତା ଦଳର ପୂର୍ବତନ କର୍ପୋରେଟର ଓ ଆଇନଜୀବୀ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିବେ ।

Leave a Reply

Your email address will not be published. Required fields are marked *