୮ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

୮ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ୱର୧୭.୧୨.୧୯: ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଶେଷ ହୋଇଛି । ଏଥିରେ ୮ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର ଲଗାଯାଇଛି । ସମୃଦ୍ଧି କୃଷି ନୀତି-୨୦୧୯କୁ ମଞ୍ଜୁରି ମିଳିଛି । ନୂଆ ଜ୍ଞାନ କୌଶଳରେ କୃଷି ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ । ଚାଷୀଙ୍କ ଆୟ ବଢାଇବାକୁ ୩ଟି ସୋପାନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ମିଳିଛି ମଞ୍ଜୁରି । ସତ୍ୟବାଦୀରେ ହେବ ଓଡିଆ ବିଶ୍ୱବିଦ୍ୟାଳୟ ।

Leave a Reply

Your email address will not be published. Required fields are marked *