ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍‌ ସର୍ଭିସ୍‌ (ଆଇଇଏସ୍‌) ଟପ୍ପର।

ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍‌ ସର୍ଭିସ୍‌ (ଆଇଇଏସ୍‌) ଟପ୍ପର।

ଭୁବେନେଶ୍ୱର: ଆଇଇଏସ୍‌ ୨୦୧୯ ପରୀକ୍ଷାରେ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି।
ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଓ ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଅର୍ଥଶାସ୍ତ୍ର ପ୍ରଫେସର ମିତାଲି ଚିନାରାଙ୍କ ପୁଅ।.

Leave a Reply

Your email address will not be published. Required fields are marked *