୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:୧୪.୦୭ ଭୁବନେଶ୍ବରରେ ମଙ୍ଗଳବାର ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୬ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି ହୋଇଛି । ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *