କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତରୁଣକାନ୍ତି ମିଶ୍ରଙ୍କୁ

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତରୁଣକାନ୍ତି ମିଶ୍ରଙ୍କୁ

ଭୁବନେଶ୍ୱର: ୧୮.୧୨.୧୯ ବିଶିଷ୍ଟ କଥାକାର ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ତରୁଣକାନ୍ତି ମିଶ୍ରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯିବ। ଏନେଇ ବୁଧବାର ଘୋଷଣା କରାଯାଇଛି। ଗଳ୍ପ ସଂକଳନ ‘ଭାସ୍ୱତୀ’ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *