ଆଜି ଆଉ ୬୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ୧୩.୦୭ ରାଜ୍ୟରେ ଆଜି ଆଉ ୬୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୩୭ରେ ପହଞ୍ଚିଛି। ଆଜି ଚିହ୍ନଟ ୬୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୧୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୦୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *