୫ଟି ସଚିବ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ !

୫ଟି ସଚିବ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ !

ଭୁବନେଶ୍ଵର : ଆଜି ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି କେ ପାଣ୍ଡିଆନ୍। ବୁଧବାର ଭୋର ୪ଟାରୁ ୪.୩୦ ମଧ୍ୟରେ ସେ ମନ୍ଦିରରେ ପହଞ୍ଚି ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ସରକାର ୮.୫ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି।

୫ଟି ସଚିବ ପାଣ୍ଡିଆନଙ୍କ ଆଜିର ଗସ୍ତ ସମୟରେ ଭୁବନେଶ୍ୱର ଡିସିପି ଅନୁପ ସାହୁ, ପୂର୍ତ୍ତ କିଷନ କୁମାର, ଖୋର୍ଦ୍ଧା ଏଡିଏମ ମନୋରଞ୍ଜନ ମଲ୍ଲିକଙ୍କ ସମେତ ଲିଙ୍ଗରାଜ ମନ୍ଦିର ପ୍ରଶାସନ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *