୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର’୧୮.୧୨.୧୯ ଆଜିଠାରୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ତଥା ଆସନ୍ତାକାଲି ରାଷ୍ଟ୍ରପତି ଭବନରେ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଯୋଗଦେବେ ନବୀନ ।ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ।ରବିବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ।

Leave a Reply

Your email address will not be published. Required fields are marked *