ଆଜି ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବାତ୍ୟାର ସ୍ଥିତି ଅନୁଧ୍ୟାନ କରିବେ

ଆଜି ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବାତ୍ୟାର ସ୍ଥିତି ଅନୁଧ୍ୟାନ କରିବେ !

ଭୁବନେଶ୍ୱର : ଆକାଶମାର୍ଗରୁ ବାତ୍ୟାର ସ୍ଥିତି ଅନୁଧ୍ୟାନ କରିବେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ହେଇଥିବା ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଆକାଶମାର୍ଗରୁ ଅନୁଧ୍ୟାନ କରିବେ । ଏହା ସହ ସନ୍ଧ୍ୟାରେ ଲୋକସେବା ଭବନରେ କ୍ଷୟକ୍ଷତି ଓ ପୁନଃରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଭିସି ଯୋଗେ କ୍ଷତିଗ୍ରସ୍ତ ୬ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମଧ୍ୟ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave a Reply

Your email address will not be published. Required fields are marked *