ଅଶାନ୍ତ ରାଜଧାନୀ : ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଅଶାନ୍ତ ରାଜଧାନୀ :
ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱର୨୬.୧୨.୧୯ : ଦିନକୁ ଦିନ ରାଜ୍ୟ ହେଉ କିମ୍ବା ଦେଶ ସବୁଆଡ଼େ ଦୁଷ୍କର୍ମ, ହତ୍ୟା ଭଳି ଜଘନ୍ୟ କାଣ୍ଡ ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ଏକ ଲଜ୍ଜାକାର ଘଟଣା ସାମ୍ନାକୁ ଆସିଛି । ରାଜଧାନୀରେ ଏକ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏୟାରପୋର୍ଟ ଥାନା ଅଞ୍ଚଳରେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହାସହ ଅଭିଯୁକ୍ତ ଓ ପୀଡ଼ିତା ଗୋଟଏ ଅଞ୍ଚଳର ବୋଲି ସୂଚନା ମିଳିଛି । ଅଭିଯୋଗ ଆଧାରରେ ଅଭିଯୁକ୍ତକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

Leave a Reply

Your email address will not be published. Required fields are marked *