ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ ପାଳନ

ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ ପାଳନ

ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ୱରସ୍ଥ ରେଳ ସଦନ ଠାରେ ଆଜି ସମ୍ବିଧାନ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଅଛି I ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର ସମ୍ବିଧାନର ପ୍ରାକ-କଥନକୁ ଶପଥ ପାଠ କରାଇଥିଲେ I ସମସ୍ତ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ରେଳବାଇର ପ୍ରମୁଖ ବିଭାଗୀୟ ଅଧିକାରୀମାନେ ଏବଂ କର୍ମଚାରୀମାନେ ମଧ୍ୟ ଶ୍ରୀ କୁମାରଙ୍କ ସହିତ ସମ୍ବିଧାନ ପ୍ରାକ-କଥନ ପଠନ କରି ଶପଥ ନେଇଥିଲେ I ପୂର୍ବତଟ ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ପ୍ରକାଶ ଚନ୍ଦ୍ର ନାୟକ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I

Leave a Reply

Your email address will not be published. Required fields are marked *