ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ ସୁନ୍ଦରଗଡ ଜିଲ୍ଲା ଗସ୍ତରେ

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ ସୁନ୍ଦରଗଡ ଜିଲ୍ଲା ଗସ୍ତରେ

ଭୁବନେଶ୍ଵର : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ଯୋଗୀମାଲ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଚାନକ ପହଞ୍ଚି ମଧ୍ୟାନ ଭୋଜନର ମାନ ଓ ଗୁଣବତା ପରଖିବା ସହ ଛାତ୍ରଛାତ୍ରୀଙ୍କ ସହିତ ମଧ୍ୟାନ ଭୋଜନ କରିଥିଲେ ।
ବିଦ୍ୟାଳୟ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ସହ ବିଦ୍ୟାଳୟର ବିଭିନ୍ନ ସୁବିଧା ଓ ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ପୂର୍ବତନ ବିଧାୟକ ଶ୍ରୀ ଯୋଗେଶ ସିଂ ଓ ଉପଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *