୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ୧୨.୦୧.୨୦ : ରାଜ୍ୟରେ ପୁଣି ଫେରିଛି ଶୀତ । ୨ ରୁ ୩ ଦିନ ଯାଏ ଜାରି ରହିବ ଶୀତର ଲହରି । ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୫ଟି ଜିଲ୍ଲା ହେଉଛି- ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୁଳ, କେନ୍ଦୁଝର, ବାଲେଶ୍ୱର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, କନ୍ଧମାଳ ଓ ପୁରୀ । ଏହା ସହିତ ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡିଶାରେ ଘନ କୁହୁଡି ହେବାର ସମ୍ଭାବନା ଥିବାରୁ ସତର୍କ ବାଣୀ ଦିଆଯାଇଛି ।

Leave a Reply

Your email address will not be published. Required fields are marked *